ଭୁବନେଶ୍ବର:(ଶୁଭ ଖବର )ଭୁବନେଶ୍ଵରସ୍ଥିତ ଚନ୍ଦ୍ରଶେଖରପୁରରେ ନିର୍ମାଣ ହେବ ଓଡ଼ିଶା ମଣ୍ଡପ। ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଭଳି ଓଡ଼ିଶାରେ ମଧ୍ୟ ବିଶ୍ୱସ୍ତରୀୟ ସମ୍ମିଳନୀ କକ୍ଷ ‘ଓଡ଼ିଶା ମଣ୍ଡପ’ ନିର୍ମାଣ ପାଇଁ ସରକାର ପରିକଳ୍ପନା କରିଛନ୍ତି। ରବିବାର ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Related Posts
Subha Khabar is now on Whatsapp
Join and get latest news update delivered to you via whatsapp
Join Now