ରାଜନୈତିକ ଉତ୍ତେଜନା ଆଶଙ୍କା: ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୬୦ ଦିନ ପାଇଁ କଟକଣା

ପୁରୀ : -ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର ୧୬୩…