ଆଇପିଏସ୍ ସ୍ତରରେ ଅଦଳ ବଦଳ କଲେ ସରକାର

ଭୁବନେଶ୍ଵର :- ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି   ସରକାର । ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି । ଏଥିରେ ବରିଷ୍ଠ ଆଇପିଏସ୍ ଅଫିସର ସଞ୍ଜୀବ ପଣ୍ଡାଙ୍କୁ ଏଡିଜି ନକ୍ସଲ ବିରୋଧୀ ଅପରେସନ୍ ଭାବେ ଦାୟିତ୍ୱ ଦିଆଯାଇଛି । ସେହିପରି ଅଖିଳେଶ୍ୱର ସିଂଙ୍କୁ ସ୍ୱତନ୍ତ୍ର ଗୁଇନ୍ଦା ଶାଖାର ଡିଆଇଜି ଭାବେ ଦାୟିତ୍ୱ ଦେଇଛନ୍ତି ସରକାର । ଅନ୍ୟପଟେ କେଭି ସିଂଙ୍କୁ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଦିଆଯାଇଛି ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *