ପୋଲିସ ଧାରଣା ସ୍ଥଳରୁ ଉଠାଇ ନେଲା ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଙ୍କୁ

ଭୁବନେଶ୍ୱର: – ଏଫଏମ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୂତି ଘଟଣାରେ ପୀଡ଼ିତାଙ୍କ ମୃତ୍ୟୁ ପରେ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଦାୟୀ କରି ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହିତ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି ବିଜେଡି । ବିଜୁ ଛାତ୍ର ଜନତା ଦଳ ଓ ବିଜୁ ଯୁବ ଜନତା ଦଳ ତରଫରୁ ମୃତ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବି କରି   ବିଜୁ ଜନତା ଦଳ ତରଫରୁ ଲୋକସେବା ଭବନ ଘେରାଉ କରିଥିବା ବେଳେ ରାଜେନ୍ଦ୍ର ଆକ୍ରମଣ ର ଶିକାର ହୋଇଛନ୍ତି ଖୋର୍ଦ୍ଧା ର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ସାହୁ ଓ ଶତାଧିକ କର୍ମୀ । ଶେଷରେ ପୋଲିସ ଉଠାଇ ନେଇଛି ବିଧାୟକ ଓ କର୍ମୀଙ୍କୁ ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *