ଏଫ୍ ଏମ୍ କଲେଜ ଘଟଣାକୁ ନ୍ୟାୟିକ ତଦନ୍ତ କରାଯାଉ
ବଳଙ୍ଗା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ ଦାବି
ରାଜ୍ୟରେ ଆଜି ନାରୀ ଓ ଶିଶୁମାନେ ଅସୁରକ୍ଷିତ
ଭୁବନେଶ୍ବର, ୨୯/୦୭: – ରାଜ୍ୟରେ ନାରୀ ଓ ଶିଶୁ ନିର୍ଯାତନା ଦିନକୁ ଦିନ ବଢିଚାଲିଛି। ଜଣେ ମହିଳା ଘରୁ ବାହାରିଲେ ତା’ର କର୍ମ କ୍ଷେତ୍ରକୁ ସୁରକ୍ଷିତରେ ଘରକୁ ଫେରିବ ବୋଲି ଏହି ବିଜେପି ସରକାରରେ କୌଣସି ଗ୍ୟାରେଣ୍ଟି ନାହିଁ। ବିଗତ ଦିନରେ ଘଟିଯାଇଥିବା ଘଟଣାଗୁଡିକୁ ଗଭୀରତାର ସହ ନେଇ ବିଜୁ ଜନତା ଦଳର ସାଂସଦମାନେ ଆଜି ସଂସଦ ଭବନର ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତ ତଳେ ପ୍ଲାକାର୍ଡ ଧରି ଧରି ଓଡି ଓଡିଶାରେ ନାରୀ ଓ ଶିଶୁମାନଙ୍କୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକା ରକାରଙ୍କ ନିକଟରେ ପ୍ରତିବାଦ କରିଥିଲେ । ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁର ନ୍ୟାୟିକ ତଦନ୍ତ ଦାବି କରିବା ସହ ବଳଙ୍ଗା ଘଟଣା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଦାବି କରିଥିଲେ। । ରାଜ୍ୟରେ ନାରୀମାନଙ୍କୁ ସୁରକ୍ଷା ସୁରକ୍ଷା ଓ ସ୍ବାଭିମାନର ଭିମାନର ସହ ବଞ୍ଚିବା ପାଇଁ ଡବଲ ଇଂଜିନ ସରକାର ଯଥେଷ୍ଟ ପଦକ୍ଷେପ ନେବାର ଆବଶ ବଶ୍ୟକ ରହିଛି ବୋଲି ପ୍ରତିବାଦ ପ୍ରତିବ କରୁଥିବା ବିଜେଡି ସାଂସଦମାନେ ଦାବି କରିଥିଲେ।
ଏହି ଧାରଣାରେ ସାଂସଦ ଡ. ସସ୍ମିତ ପାତ୍ର, ମାନସ ରଂଜନ ମଙ୍ଗରାଜ, ମୁଜିବୁଲ୍ଲା ଖାନ୍ ( ମୁନା ଖାନ୍), ସୁଲତା ଦେଓ, ନିରଂଜନ ବିଶି ଓ ସୁଭାଶିଷ ଖୁଣ୍ଟିଆ ପ୍ରମୁଖ ସାମିଲ ଥିଲେ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now
