ଭିଜିଲାନ୍ସ ହାତରେ ରେଞ୍ଜର ବାବୁ

ରାୟଗଡ଼ା, ୧୯/୯: କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ସରକାରୀ ବାସଭବନ ଓ ଅଫିସ୍ ସମେତ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ରଖିବା ଅଭିଯୋଗରେ ଅତର୍କିତ ଚଢାଉ କରିଛି ଭିଜିଲାନ୍ସ। ଆଜି ସକାଳୁ ତାଙ୍କ ଘର ସମେତ ଏକାଧିକ ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୭ DSP, ୭ ଇନ୍ସପେକ୍ଟର୍ ଓ ୯ ଜଣ ASI ଚଢାଉରେ ସାମିଲ ଅଛନ୍ତି।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *