ଭୁବନେଶ୍ଵର,(୧୭/୧୦):- ବିଜେଡି ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡ଼ା ବିଧାନସଭା ଉପ ନିର୍ବାଚନ ପାଇଁ ବିଜେଡି ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି ଓ ଦଳୀୟ ପ୍ରାର୍ଥୀ ଙ୍କ ପାଇଁ ପ୍ରଚାର କରିବା ପାଇଁ ଆହ୍ବାନ ଦେଇଛନ୍ତି ନବୀନ ।

Subha Khabar is now on Whatsapp
Join and get latest news update delivered to you via whatsapp
Join Now
