ବେଗୁନିଆ,୨୮/୫: ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ ଓ ସଦର ରେଞ୍ଜ ଅଧିକାରୀ ରାଧାକାନ୍ତ ଭୋଇଙ୍କ ତତ୍ବାବଧାନରେ ଜିଲ୍ଲା ଭ୍ରାମ୍ୟମାଣ ଅବକାରୀ ଓ ବେଗୁନିଆ ଅବକାରୀ ପୁଲିସ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରି ୩୫ ଲିଟର ଦେଶୀ ମଦ ଜବତ ସହ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ ହୋଇଛି।

ଜିଲ୍ଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ଅଧିକାରୀ ଥାର୍ପା ମାରାଣ୍ଡିଙ୍କ ସୂଚନା ଅନୁଯାୟୀ ଅଭିଯୁକ୍ତ ମାନେ ହେଲେ ବେଗୁନିଆ ଥାନା ଅଂଚଳର ପିଚୁକୁଳି ଗ୍ରାମର ଅନନ୍ତ କୁମାର ନାୟକ ଓ ବେଗୁନିଆର ଲଳିତା ସାହୁ।

Subha Khabar is now on Whatsapp
Join and get latest news update delivered to you via whatsapp
Join Now