ସମ୍ବଲପୁର ,(୧୩/୧୨):- ରେଢ଼ାଖୋଲ ଅଞ୍ଚଳର ଯୁବ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କର ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ଘଟିଛି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
Subha Khabar is now on Whatsapp
Join and get latest news update delivered to you via whatsapp
Join Now