ଭୁବନେଶ୍ଵର,(୧୬/୦୧):- ଦଳ ବିରୋଧୀ କାର୍ଯ୍ୟ ପାଇଁ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ( Naveen Patnaik ) ଙ୍କ ନିର୍ଦ୍ଦେଶକ୍ରମେ ଯାଜପୁର ଜିଲ୍ଲା ପରିଷଦର ଅଧ୍ୟକ୍ଷା ନଳିନୀ ପ୍ରଭା ଜେନା ଓ ଉପାଧ୍ୟକ୍ଷ ଶ୍ରୀ ଗଣେଶ୍ଵର ବରାଳଙ୍କୁ ଦଳରୁ ନିଲମ୍ବିତ କରାଯାଇଛି।

Subha Khabar is now on Whatsapp
Join and get latest news update delivered to you via whatsapp
Join Now