ଦୁଇ ଜଣ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ

ଭୁବନେଶ୍ଵର,(୨୮/୦୨);-  ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ୱର ହୋତାଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ । ଏନେଇ ଆଜି ବନୀନ ନିବାସରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ରାଜ୍ୟସଭା ପାଇଁ ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ୱର ହୋତାଙ୍କ ନାଁ ଘୋଷଣା କରିଛନ୍ତି ।

Advertisement

ତେବେ ତୃତୀୟ ସିଟ ପାଇଁ ସଂତୃପ୍ତ ମିଶ୍ରଙ୍କ ନାଁ ରହିଥିବା ବେଳେ ଚତୁର୍ଥ ସିଟ ତଥା ମିଳିତ ଆସନ ପାଇଁ ଡାକ୍ତର ଦତ୍ତେଶ୍ୱର ହୋତାଙ୍କ ନାଁ ରହିଛି ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *