ନିଲମ୍ବନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :-କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲ୍ଲାପାଳ ଓ ୨୦୨୧ ବ୍ୟାଚର IAS ଅଫିସର ଧୀମାନ ଚକ୍‌ମା ଲାଞ୍ଚ ନେଇ ଗିରଫ ହେବା ପରେ ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭିଜିଲାନ୍ସ ଦ୍ବାରା ଗିରଫ ହେବା ପରେ ମୁଖ୍ୟମନ୍ତ୍ରୀ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି। ଫାଇଲରେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ପରେ ତାଙ୍କୁ ପଦରୁ ନିଲମ୍ବନ କରାଯାଇଛି।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *