ଚିକିତ୍ସା ପାଇଁ ମୁମ୍ବାଇ ଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ଵର :-ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ଜୁନ ୨୨ରେ ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ହେବ ଚିକିତ୍ସା ବୋଲି ଏ ନେଇ ‘ଏକ୍ସ’ରେ ନିଜେ ସୂଚନା ଦେଲେ ନବୀନ ।ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଯିବେ ଲେଖିଛନ୍ତି ।
ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ  କରିବେ ଚିକିତ୍ସା । ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଓଡ଼ିଆ ଭାଇଭଉଣୀଙ୍କ ଶୁଭକାମନା ଚାହୁଁଛି ବୋଲି ପ୍ରକାଶ କରିଛନ୍ତି ।ଶୀଘ୍ର ଫେରି ଓଡ଼ିଶାବାସୀଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି ବୋଲି ସୂଚନା ଦେଲେ ନବୀନ ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *