ଭୁବନେଶ୍ଵର,(୨୮/୦୨);- ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ୱର ହୋତାଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ । ଏନେଇ ଆଜି ବନୀନ ନିବାସରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ରାଜ୍ୟସଭା ପାଇଁ ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ୱର ହୋତାଙ୍କ ନାଁ ଘୋଷଣା କରିଛନ୍ତି ।

ତେବେ ତୃତୀୟ ସିଟ ପାଇଁ ସଂତୃପ୍ତ ମିଶ୍ରଙ୍କ ନାଁ ରହିଥିବା ବେଳେ ଚତୁର୍ଥ ସିଟ ତଥା ମିଳିତ ଆସନ ପାଇଁ ଡାକ୍ତର ଦତ୍ତେଶ୍ୱର ହୋତାଙ୍କ ନାଁ ରହିଛି ।

Subha Khabar is now on Whatsapp
Join and get latest news update delivered to you via whatsapp
Join Now
