ଭୁବନେଶ୍ୱର :-ପିପିଲି ନିକଟରେ ଆମ ବସ ଦୁର୍ଘଟଣାରେ ୩ ଯୁବତୀ ମୃତ୍ୟୁ ଘଟଣା ରେ ପ୍ରତ୍ୟେକ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଦୁର୍ଘଟଣା ଜନିତ ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

Subha Khabar is now on Whatsapp
Join and get latest news update delivered to you via whatsapp
Join Now