ଶାଶ୍ବତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖସଚିବ

ଭୁବନେଶ୍ଵର :- ବରିଷ୍ଠ IAS ଶାଶ୍ବତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡ୍‌କୋ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ବ ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *