ରଥ ଯାତ୍ରା ରେ ଶରଧାବାଲି ଦଳାଚକଟା ଘଟଣା : ସହାୟତା ରାଶି ପ୍ରଦାନ

ବୋଲଗଡ ;- ମୃତ ମହିଳାଙ୍କ ପରିବାରକୁ ମିଳିଲା ସହାୟତା  ୨୫ ଲକ୍ଷ ସହାୟତା । ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କଲେ ଆଇନ ମନ୍ତ୍ରୀ ।ଖୋର୍ଦ୍ଧା ଜିଲ୍ଲା ବୋଲଗଡ ଥାନା ଗୋବର୍ଦ୍ଧନପୁର ଗାଁ ର ମୃତ ମହିଳା ବାସନ୍ତୀ ସାହୁଙ୍କ ପରିବାର କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି ସରକାର ।

Advertisement


ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ଖୋରଧା ବିଧାୟକ ପ୍ରଶାନ୍ତ ଜଗଦେବ , ଖୋରଧା ଜିଲ୍ଲା ବିଜେପି ସଭାପତି ବିଶ୍ବରଂଜନ ବଡ଼ଜେନା , ବୋଲଗଡ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ପ୍ରଫୁଲ୍ଲ ପ୍ରଧାନ, ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ବିଜୁଳି  ପ୍ରମୁଖ ଉପସ୍ଥିତ ରହି ଶୋକ ସଂତପ୍ତ ପରିବାର କୁ ସମବେଦନା ଜଣାଇବା ସହ ସହାୟତା ରାଶି ପ୍ରଦାନ କରିଛନ୍ତି ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *