ଭୁବନେଶ୍ଵର :- ତେଲେଙ୍ଗାନାର ଏକ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ବ୍ୟକ୍ତିମାନଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ₹୧୦ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ରାଜ୍ୟ ସରକାରଙ୍କ ଏକ ଅଧିକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି ।

Subha Khabar is now on Whatsapp
Join and get latest news update delivered to you via whatsapp
Join Now