ଭୁବନେଶ୍ୱର: – ଏଫଏମ ସ୍ଵୟଂଶାସିତ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପୀଡ଼ିତାଙ୍କ ମୃତ୍ୟୁ ପରେ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଦାୟୀ କରି ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହିତ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି ବିଜେଡି । ବିଜୁ ଛାତ୍ର ଜନତା ଦଳ ଓ ବିଜୁ ଯୁବ ଜନତା ଦଳ ତରଫରୁ ମୃତ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବି କରି ବିଜୁ ଜନତା ଦଳ ତରଫରୁ ଲୋକସେବା ଭବନ ଘେରାଉ କରିଥିବା ବେଳେ ପୋଲିସ ଆକ୍ରମଣ ର ଶିକାର ହୋଇଛନ୍ତି ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ ଓ ଶତାଧିକ କର୍ମୀ । ଶେଷରେ ପୋଲିସ ଉଠାଇ ନେଇଛି ବିଧାୟକ ଓ କର୍ମୀଙ୍କୁ ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now