ବେଗୁନିଆ,: (ଶୁଭ ଖବର) ବେଗୁନିଆ ବ୍ଲକ ଅନ୍ତର୍ଗତ ସାରୁଅ ଗ୍ରାମର ଆରାଧ୍ୟା ଦେବୀ ମା ଗହୀର ବଘେଇଙ୍କ ପୀଠରେ ଗ୍ରାମବାସୀ ଓ ଯୁବଗୋଷ୍ଠୀଙ୍କ ସହଯୋଗରେ ପାଞ୍ଚ ଦିନ ବ୍ୟାପୀ ଚାଲିଥିବା ନବମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ ହୋଇଛି।ଏଥିରେ ସ୍ଥାନୀୟ ଅଞ୍ଚଳର ବହୁ ଶ୍ରଦ୍ଧାଳୁ ଯୋଗ ଦେଇ ଭକ୍ତି ଓ ଭାବମୟ ପରିବେଶ ସୃଷ୍ଟି କରିଥିଲେ ।
ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରଦୀପ କୁମାର ସାହୁ, ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀଧର ସୁବୁଦ୍ଧି, ପୂର୍ବତନ ସରପଂଚ ସୁଦର୍ଶନ ବେହେରା ଓ ସମାଜସେବୀ ଶଶି ଭୂଷଣ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ଯଜ୍ଞ ନାରାୟଣଙ୍କ ଆର୍ଶୀବାଦ ଭିକ୍ଷା କରିବା ସହ ଅଞ୍ଚାଲବlସି ଙ୍କ ଶୁଭ ମାନସୀ ଥିଲେ ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now