୨୦ ଜିଲ୍ଲା କୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର :- ମଙ୍ଗଳବାର ଜୁଲାଇ ୨୯ ତାରିଖରେ ୨୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ୟେଲୋ ଆଲର୍ଟ ଜାରି ୨୦ ଜିଲ୍ଲା ହେଉଛି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *