ଖୋରଧା ;- ଉତ୍କଳ ସାମ୍ବାଦିକ ସଂଘ ସହବନ୍ଧିତ ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ଵିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରାଙ୍କୁ ଆଜି ଦାବିପତ୍ର ପ୍ରଦାନ କରିଛନ୍ତୁ ।

ଉପସଭାପତି ପ୍ରଦୀପ କୁମାର ପ୍ରଧାନ,ସାଧାରଣ ସଂପାଦକ ଅଜିତ କୁମାର ସାହୁ,କୋଷାଧ୍ୟକ୍ଷ ପ୍ରଭାତ ପାଣିଗ୍ରାହୀ,ସଭ୍ୟ ଦେବ ପ୍ରସାଦ ଦାଶ,ସରୋଜ ନାୟକ,ଶିବ ପ୍ରସାଦ ଷଡଙ୍ଗୀଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ଥୁଲେ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now