ଖୋର୍ଦ୍ଧା :- ବୋଲଗଡ ବ୍ଲକ କଳାଙ୍ଗ ନୋଡାଲ ଉଚ୍ଚ ବିଦ୍ୟାଳୟ ର କ୍ରୀଡା ଶିକ୍ଷୟତ୍ରୀ ଶ୍ରୀମତୀ ଦିପ୍ତିମୟୀ ହୋତା ଗୁରୁବାର ସେବା ନିବୃତ୍ତି ଅବସର ଗ୍ରହଣ କରିଛନ୍ତି ।ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ସମ୍ବର୍ଦ୍ଧନା ସଭାରେ ସମ୍ବର୍ଦ୍ଧିତ କରାଯାଇଛି । ଜିଲ୍ଲା ଶିକ୍ଷା ଅଧିକାରିଣୀ ସୋନାମିକା ରାୟ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବିଜୟ କୁମାର ବେହେରା ଓ ରଶ୍ମିଵାଳା ପରିଡା ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ କରିଛନ୍ତି ଜିଲ୍ଲା କାର୍ଯ୍ୟାଳୟ ରେ ବହୁ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ କରାଯାଇଛି ।ଏହି ସମ୍ବର୍ଦ୍ଧନା ସଭାରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now
