ସେପ୍ଟେମ୍ବର ୯ ରେ ହେବ ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ :- ସେପ୍ଟେମ୍ବର ୯ ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ । ଆସନ୍ତା ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ଅଗଷ୍ଟ ୨୧ ନାମାଙ୍କନର ଶେଷ ତାରିଖ ରହିବ ।ଅଗଷ୍ଟ ୨୫ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷଦିନ । ଯଦି ପ୍ରତିଯୋଗିତା ହୁଏ ସେପ୍ଟେମ୍ବର ୯ରେ  ହେବ ନିର୍ବାଚନ ।ସେପ୍ଟେମ୍ବର ୯ରେ ସକାଳ ୧୦ରୁ ସଂଧ୍ୟା ୫ ଯାଏଁ ଭୋଟ୍‌ ଗ୍ରହଣ କରାଯିବ । ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ପଦବୀ

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *