ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ୪ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଗଞ୍ଜାମ, କେନ୍ଦ୍ରାପଡା, କଳାହାଣ୍ଡି ଓ କଟକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା ହୋଇଛି। ଗଞ୍ଜାମ ଜିଲ୍ଲା ସଭାପତି ଭାବେ ବିକ୍ରମ ପଣ୍ଡା, କେନ୍ଦ୍ରାପଡା ଜିଲ୍ଲା ସଭାପତି ଶିବ ପ୍ରସାଦ ଭୋଳ, କଳାହାଣ୍ଡି ଜିଲ୍ଲା ସଭାପତି ପ୍ରଦୀପ ଦିଶାରୀ ଓ କଟକ ଜିଲ୍ଲା ସଭାପତି ହୋଇଛନ୍ତି ପ୍ରଫୁଲ୍ଲ ସିଂହ । ପୂର୍ବରୁ ବିଜେଡି ସୁପ୍ରିମୋ ୨୪ଟି ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କରିଥିଲା।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *