ଭୁବନେଶ୍ୱର, ୫/୮: ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ର ହେଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଏ ନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।


Advertisement
Subha Khabar is now on Whatsapp
Join and get latest news update delivered to you via whatsapp
Join Now
