ହୋମ ଗାର୍ଡ ପରୀକ୍ଷାର୍ଥୀ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା :- ଖୋର୍ଦ୍ଧାରେ ହୋମ୍ ଗାର୍ଡ ନିଯୁକ୍ତି ପାଇଁ ପରୀକ୍ଷା ଚାଲିଥିବା ସମୟରେ ପରୀକ୍ଷାର୍ଥୀ ଅମାଦୁଲା ହକ୍ ଖାନ ,ପିତା- ତଜବୁଲା ହକ୍ ଖାନ ସା /ପୋ କେରଙ୍ଗ ଙ୍କ ଦେହାନ୍ତ ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *