ରାଜ୍ୟର ନିରନ୍ତର ବିକାଶ ଧାରାରେ ଆଜି କୋରାପୁଟ ଜିଲ୍ଲା ମଧ୍ୟ ସାମିଲ ହୋଇଛି – ମୁଖ୍ୟମନ୍ତ୍ରୀ

କୋରାପୁଟ :- ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ କରିଡୋର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ସମସ୍ତ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସେବା ପଦବୀ ଖୁବ ଶୀଘ୍ର ପୂରଣ ହେବ

୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଚିକିତ୍ସାଳୟ ଅବିଭକ୍ତ କୋରାପୁଟ ଜିଲ୍ଲା ପାଇଁ ସ୍ୱାସ୍ଥ୍ୟ ସେବାର ଏକ ଅନନ୍ୟ ଫର୍ଦ୍ଦ



ସ୍ୱାସ୍ଥ୍ୟ ସେବା ପାଇଁ କୋରାପୁଟବାସୀଙ୍କୁ ଯେପରି ଆଉ ଦୂର ଦୁରାନ୍ତ ସହରକୁ ଯାଇ ହଇରାଣ ହରକତ ହେବାକୁ ପଡ଼ିବନି

ବିକାଶ ସହିତ ଦୁର୍ନୀତିମୁକ୍ତ ଶାସନ ଦେବା ଆମର କର୍ତ୍ତବ୍ୟ

ରାଜ୍ୟର ନିରନ୍ତର ବିକାଶ ଧାରାରେ ଆଜି କୋରାପୁଟ ଜିଲ୍ଲା ମଧ୍ୟ ସାମିଲ ହୋଇଛି – ମୁଖ୍ୟମନ୍ତ୍ରୀ

Advertisement

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *