ନୂଆ ଦିଲ୍ଲୀ :- ବି. ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ ।କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ।ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଏନ୍ ଡି ଏ ମହାରାଷ୍ଟ୍ର ରାଜ୍ୟପାଳ ସି ପି ରାଧାକ୍ରିଷ୍ଣନ୍ ଙ୍କୁ କରିଛି ପ୍ରାର୍ଥୀ ।


Subha Khabar is now on Whatsapp
Join and get latest news update delivered to you via whatsapp
Join Now