ନୂଆପଡ଼ା ଉପ ନିର୍ବାଚନ ପାଇଁ ବିଜେଡି ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ଵର,(୧୭/୧୦):- ବିଜେଡି ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡ଼ା ବିଧାନସଭା ଉପ ନିର୍ବାଚନ ପାଇଁ ବିଜେଡି ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି ଓ  ଦଳୀୟ ପ୍ରାର୍ଥୀ ଙ୍କ ପାଇଁ ପ୍ରଚାର କରିବା ପାଇଁ ଆହ୍ବାନ ଦେଇଛନ୍ତି ନବୀନ ।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *