ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ରୁ ବହିସ୍କାର ହେଲେ ବ୍ଲକ୍ ଅଧ୍ୟକ୍ଷ

ଭୁବନେଶ୍ଵର, (୨୯/୧୧):- ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଉପସଭାପତି ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କ ନେତୃତ୍ୱରେ, ଦଳ ବିରୋଧୀ କାର୍ଯ୍ୟରେ ଜଡିତ ଥିବା  ଭଦ୍ରକ ଜିଲ୍ଲା ର ବନ୍ଥ ବ୍ଲକ୍ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼ାଇଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *