ମା ଗହୀର ବଘେଇଙ୍କ ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ ର ପୂର୍ଣ୍ଣାହୂତି କାର୍ଯ୍ୟକ୍ରମ ଅନୁଷ୍ଠିତ

ବେଗୁନିଆ,:  (ଶୁଭ ଖବର) ବେଗୁନିଆ ବ୍ଲକ ଅନ୍ତର୍ଗତ ସାରୁଅ ଗ୍ରାମର ଆରାଧ୍ୟା ଦେବୀ ମା ଗହୀର ବଘେଇଙ୍କ ପୀଠରେ ଗ୍ରାମବାସୀ ଓ ଯୁବଗୋଷ୍ଠୀଙ୍କ ସହଯୋଗରେ ପାଞ୍ଚ ଦିନ ବ୍ୟାପୀ ଚାଲିଥିବା ନବମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ  ଉଦଯାପିତ ହୋଇଛି।ଏଥିରେ ସ୍ଥାନୀୟ ଅଞ୍ଚଳର ବହୁ ଶ୍ରଦ୍ଧାଳୁ  ଯୋଗ ଦେଇ ଭକ୍ତି ଓ ଭାବମୟ ପରିବେଶ ସୃଷ୍ଟି କରିଥିଲେ  ।
ଏହି  କାର୍ଯ୍ୟକ୍ରମରେ ବିଧାୟକ ପ୍ରଦୀପ କୁମାର ସାହୁ, ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀଧର ସୁବୁଦ୍ଧି, ପୂର୍ବତନ ସରପଂଚ ସୁଦର୍ଶନ ବେହେରା ଓ ସମାଜସେବୀ ଶଶି ଭୂଷଣ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ଯଜ୍ଞ ନାରାୟଣଙ୍କ ଆର୍ଶୀବାଦ ଭିକ୍ଷା କରିବା ସହ ଅଞ୍ଚାଲବlସି ଙ୍କ ଶୁଭ ମାନସୀ ଥିଲେ ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *