ଖୋର୍ଦ୍ଧା: – (ଶୁଭ ଖବର)ବେଗୁନିଆ ବ୍ଲକ ଅନ୍ତର୍ଗତ କଣ୍ଟାବାଡ ଗ୍ରାମସ୍ଥିତ ରମାମଣି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗଙ୍ଗାଧର ଦାଶ ଓ ଖେଳ ଶିକ୍ଷକ ବିଜୟ କୁମାର ପଟ୍ଟନାୟକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଛି । ଏଥିରେ ପରିଚାଳନା କମିଟି ପୂର୍ବତନ ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ଅଧ୍ୟକ୍ଷତା ଓ ଅଧ୍ୟାପକ ଦିଲୀପ କୁମାର ସାଥୁଆଙ୍କ ସଂଯୋଜନାରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ରବି ନାରାୟଣ ପଣ୍ଡା ମୁଖ୍ୟ ଅତିଥି,ଓ ନୂତନ ଅଧ୍ୟକ୍ଷ ପ୍ରାଧ୍ୟାପକ ନାରାୟଣ ବନ୍ଧୁ ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଅବସର ଗ୍ରହଣ କରିଥିବା ଅଧ୍ୟକ୍ଷ ଓ ଖେଳ ଶିକ୍ଷକଙ୍କ କର୍ମମୟ ଜୀବନ ଉପରେ ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀ ଆଲୋକପାତ କରିଥିଲେ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now